Job 17:10 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭମାନେେ ସମସ୍ତେ ଫରେିଆସ। ତୁମ୍ଭମାନଙ୍କ ଭିତରୁ କହେି ଜଣେ ଜ୍ଞାନୀ ଲୋକ ମୁଁ ପାଇ ପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ତୁମ୍ଭେମାନେ ସମସ୍ତେ ଫେରି ଆସ। ତୁମ୍ଭମାନଙ୍କ ଭିତରୁ କେହି ଜଣେ ଜ୍ଞାନୀ ଲୋକ ମୁଁ ପାଇ ପାରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।