Job 17:11 — Compare Translations
5 translations compared side by side
Odia - 1840
"ମାରେ ଜୀବନ ସରିସରି ଆସୁଛି। ମାରେ ସମସ୍ତ ଯୋଜନା ପଣ୍ଡ ହାଇଗେଲା। ମାରେ ସବୁ ଆଶା ଧୂଳିସାତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜୀବନ ସରିସରି ଆସୁଛି। ମୋର ସମସ୍ତ ଯୋଜନା ପଣ୍ଡ ହୋଇଗଲା। ମୋର ସବୁ ଆଶା ଧୂଳିସାତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।