Job 17:12 — Compare Translations
5 translations compared side by side
Odia - 1840
"ମାରେ ମିତ୍ରଗଣ ସବୁ ସନ୍ଦହେ ରେ ଅଛନ୍ତି। ସମାନେେ ରାତିକୁ ଦିନ ବୋଲି ଭାବନ୍ତି। ସମାନେେ କହନ୍ତି, ଏହା ଶୀଘ୍ର ଆଲୋକିତ ହବେ, ଯେତବେେଳେ ଏହା ଅନ୍ଧକାର ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ରାତ୍ରିକି ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ମିତ୍ରଗଣ ସବୁ ସନ୍ଦେହରେ ଅଛନ୍ତି। ସେମାନେ ରାତିକୁ ଦିନ ବୋଲି ଭାବନ୍ତି। ସେମାନେ କହନ୍ତି, ଏହା ଶୀଘ୍ର ଆଲୋକିତ ହେବ, ଯେତେବେଳେ ଏହା ଅନ୍ଧକାର ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।