Job 17:13 — Compare Translations
5 translations compared side by side
Odia - 1840
"ମୁଁ ହୁଏତ କବରକୁ ମାରେ ନୂଆ ଘର ବୋଲି ଆଶା କରିବି। ମୁଁ ଆଶା କରୁଛି, ମାରେ ବିଛଣା ଅନ୍ଧକାର ବିବରଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯେବେ ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ହୁଏତ କବରକୁ ମୋର ନୂଆ ଘର ବୋଲି ଆଶା କରିବି। ମୁଁ ଆଶା କରୁଛି, ମୋର ବିଛଣା ଅନ୍ଧକାର ବିବରଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;