Job 17:14 — Compare Translations
5 translations compared side by side
Odia - 1840
"ମୁଁ ସହେି କବର ସ୍ଥାନକୁ ' ମାରେ ପିତା ବୋଲି ସମ୍ ବୋଧନ କରିବି।' ସହେି ଜିଆପୋକ 'ମାେ ମା' ଓ 'ମାେ ଭଉଣୀ' ଭାବିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି କବର ସ୍ଥାନକୁ ‘ମୋର ପିତା ବୋଲି ସମ୍ବୋଧନ କରିବି।’ ସେହି ଜିଆପୋକ ‘ମୋ’ ମା’ ଓ ‘ମୋ’ ଭଉଣୀ’ ଭାବିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ;