Job 17:15 — Compare Translations

5 translations compared side by side

Odia - 1840
"ଯଦି ତାହାହିଁ ମାରେ ଗୋଟିଏ ଆଶା, ତବେେ ମାରେ କୌଣସି ଆଶା ନାହିଁ। ଯଦି ତାହା ମାରେ ଆଶା ତବେେ ଲୋକ ମାେ'ଠା ରେ କୌଣସି ଭରସା ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତାହା ହିଁ ମୋର ଗୋଟିଏ ଆଶା, ତେବେ ମୋର କୌଣସି ଆଶା ନାହିଁ। ଯଦି ତାହା ମୋର ଆଶା, ତେବେ ଲୋକ ମୋ’ଠାରେ କୌଣସି ଭରସା ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
Odia IRV 2017 (ଓଡିଆ ବାଇବେଲ)
ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?