Job 17:16 — Compare Translations
5 translations compared side by side
Odia - 1840
"ମାରେ ଆଶା କ'ଣ ମାେ ସହିତ ମରିୟିବ? ଏହା ମଧ୍ଯ କ'ଣ ମୃତ୍ଯୁ ତଳକୁ ୟିବ? ଆମ୍ଭେ ମଧ୍ଯ କ'ଣ ମାଟି ତଳକୁ ଏକତ୍ରିତ ୟିବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ଧୂଳିରେ ବିଶ୍ରାମ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଆଶା କ’ଣ ମୋ’ ସହିତ ମରିଯିବ? ଏହା ମଧ୍ୟ କ’ଣ ମୃତ୍ୟୁ ତଳକୁ ଯିବ? ଆମ୍ଭେ ମଧ୍ୟ କ’ଣ ମାଟି ତଳକୁ ଏକତ୍ରିତ ଯିବୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।”
Odia IRV 2017 (ଓଡିଆ ବାଇବେଲ)
ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।