Job 17:2 — Compare Translations

5 translations compared side by side

Odia - 1840
"ଲୋକମାନେ ମାେ ଚାରିପାଖ ରେ ଛିଡ଼ା ହାଇେ ହସୁଛନ୍ତି। ମୁଁ ସମାନଙ୍କେୁ ଦେଖୁଛି ସମାନେେ ଯେତବେେଳେ ମାେତେ ପରିହାସ ଏବଂ ଅପମାନ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋ’ ଗ୍ଭରିପାଖରେ ଛିଡ଼ା ହୋଇ ହସୁଛନ୍ତି। ମୁଁ ସେମାନଙ୍କୁ ଦେଖୁଛି ସେମାନେ ଯେତେବେଳେ ମୋତେ ପରିହାସ ଏବଂ ଅପମାନ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ପରିହାସକମାନେ ମୋ’ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋ’ ଚକ୍ଷୁଗୋଚରରେ ଅଛି।