Job 17:3 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର ତୁମ୍ଭେ ମାେତେ ଦଖାଇେ ଦିଅ ଯେ ତୁମ୍ଭେ ପ୍ରକୃତ ରେ ମାେତେ ସମର୍ଥନ କର। ଅନ୍ୟ କହେି ମାେତେ ସମର୍ଥନ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?
Odia Bible ERV 2004 (ପବିତ୍ର ବାଇବଲ)
“ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖାଇ ଦିଅ ଯେ ତୁମ୍ଭେ ପ୍ରକୃତରେ ମୋତେ ସମର୍ଥନ କର। ଅନ୍ୟ କେହି ମୋତେ ସମର୍ଥନ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ଵର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋ’ ପାଇଁ ଲଗା ହୁଏ; ଆଉ କିଏ ମୋ’ ହାତରେ ହାତ ଦେବ?