Job 17:5 — Compare Translations
5 translations compared side by side
Odia - 1840
"ଯଦି କହେି ଗୋଟିଏ ପୁରସ୍କାର ପାଇଁ ସାଙ୍ଗ ବିରୁଦ୍ଧ ରେ କ ହେ, 'ତା'ର ପିଲାମାନଙ୍କର ଚକ୍ଷୁ ଫୁଟିଯାଉ।' କିନ୍ତୁ ମାରେ ବନ୍ଧୁଗଣ ମାେ ବିରୁଦ୍ଧ ରେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ଗୋଟିଏ ପୁରସ୍କାର ପାଇଁ ସାଙ୍ଗ ବିରୁଦ୍ଧରେ କହେ, ‘ତା’ର ପିଲାମାନଙ୍କର ଚକ୍ଷୁ ଫୁଟିଯାଉ।’ କିନ୍ତୁ ମୋର ବନ୍ଧୁଗଣ ମୋ’ ବିରୁଦ୍ଧରେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।