Job 17:6 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାରେ ନାମକୁ ସମସ୍ତଙ୍କ ପାଇଁ ଏକ ଖରାପ ବାକ୍ଯ କରିଛନ୍ତି। ଲୋକେ ମାେ ମୁହଁ ରେ ଛପେ ପକାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର ନାମକୁ ସମସ୍ତଙ୍କ ପାଇଁ ଏକ ଖରାପ ବାକ୍ୟ କରିଛନ୍ତି। ଲୋକେ ମୋ’ ମୁହଁରେ ଛେପ ପକାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।