Job 17:7 — Compare Translations

5 translations compared side by side

Odia - 1840
"କାରଣ ମାରଦେୁଃଖ ଯୋଗୁଁ ମାରେ ଚକ୍ଷୁ ଅନ୍ଧ ପ୍ରାଯ ହାଇଗେଲାଣି। ମାରେଶରୀର ଛାଇପରି କ୍ଷୀଣ ହାଇଗେଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୋର ଦୁଃଖ ଯୋଗୁଁ ମୋର ଚକ୍ଷୁ ଅନ୍ଧ ପ୍ରାୟ ହୋଇଗଲାଣି। ମୋର ଶରୀର ଛାଇପରି କ୍ଷୀଣ ହୋଇଗଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।