Job 17:8 — Compare Translations

5 translations compared side by side

Odia - 1840
"ଭାଇ ଲୋକମାନେ ଏ ବିଷଯ ରେ ସ୍ତମ୍ଭିତ ହାଇେଛନ୍ତି। ନିରୀହ ଲୋକମାନେ ସହେିମାନଙ୍କ ଉପରେ କ୍ଷୁବ୍ଧ ହୁଅନ୍ତି, ଯେଉଁମାନେ ପରମେଶ୍ବରଙ୍କୁ ଖାତିର୍ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଲୋକମାନେ ଏ ବିଷୟରେ ସ୍ତମ୍ଭିତ ହୋଇଛନ୍ତି। ନିରୀହ ଲୋକମାନେ ସେହିମାନଙ୍କ ଉପରେ କ୍ଷୁ‌ବ୍‌ଧ ହୁଅନ୍ତି, ଯେଉଁମାନେ ପରମେଶ୍ୱରଙ୍କୁ ଖାତିରି କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।
Odia IRV 2017 (ଓଡିଆ ବାଇବେଲ)
ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।