Job 17:9 — Compare Translations

5 translations compared side by side

Odia - 1840
"କିନ୍ତୁ ଧାର୍ମିକ ଲୋକମାନେ କ୍ରମାଗତ ଭାବରେ ସତ୍ଯପଥରେ ରହିବେ। ନିରୀହ ଲୋକମାନେ ଆହୁରି ଶକ୍ତିଶାଳୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଧାର୍ମିକ ଲୋକମାନେ କ୍ରମାଗତ ଭାବରେ ସତ୍ୟ ପଥରେ ରହିବେ। ନିରୀହ ଲୋକମାନେ ଆହୁରି ଶକ୍ତିଶାଳୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।