Job 18:10 — Compare Translations

5 translations compared side by side

Odia - 1840
"ଭୂମିରେ ଲୁକ୍କାଯିତ ଗୋଟିଏ ଦଉଡ଼ି ତାକୁ ଫାଶ ରେ ପକାଇବ। ସେ ପଡ଼ିବାକୁ ଥିବା ୟନ୍ତା ତାଙ୍କ ବାଟରେ ତାଙ୍କୁ ଅପେକ୍ଷା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମିରେ ଲୁକାୟିତ ଗୋଟିଏ ଦଉଡ଼ି ତାକୁ ଫାଶରେ ପକାଇବ। ସେ ପଡ଼ିବାକୁ ଥିବା ଯନ୍ତା ତାଙ୍କ ବାଟରେ ତାଙ୍କୁ ଅପେକ୍ଷା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି।
Odia IRV 2017 (ଓଡିଆ ବାଇବେଲ)
ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି।