Job 18:11 — Compare Translations
5 translations compared side by side
Odia - 1840
"ଭୟଙ୍କରତା ତାଙ୍କ ଚାରିପାଖ ରେ ଅପେକ୍ଷା କରିଛି, ଭୟ ତାଙ୍କର ପ୍ରତିଟି ପଦକ୍ଷପକେୁ ଗୋଡ଼ଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଭୟଙ୍କରତା ତାଙ୍କ ଗ୍ଭରିପାଖରେ ଅପେକ୍ଷା କରିଛି, ଭୟ ତାଙ୍କର ପ୍ରତିଟି ପଦକ୍ଷେପକୁ ଗୋଡ଼େଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
Odia IRV 2017 (ଓଡିଆ ବାଇବେଲ)
ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।