Job 18:12 — Compare Translations
5 translations compared side by side
Odia - 1840
"ଖରାପ ବିଷଯ ତା' ପାଇଁ ଭୋକିଲା ଅଛି। ଧ୍ବଂସ ବିଧ୍ବସ୍ତ ତା' ପାଇଁ ପ୍ରସ୍ତୁତ ଅଛନ୍ତି ସେ ଯେତବେେଳେ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ଖରାପ ବିଷୟ ତା’ ପାଇଁ ଭୋକିଲା ଅଛି। ଧ୍ୱଂସ ବିଧ୍ୱସ୍ତ ତା’ ପାଇଁ ପ୍ରସ୍ତୁତ ଅଛନ୍ତି, ସେ ଯେତେବେଳେ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ।
Odia IRV 2017 (ଓଡିଆ ବାଇବେଲ)
ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ।