Job 18:13 — Compare Translations

5 translations compared side by side

Odia - 1840
"ଭୟଙ୍କର ବ୍ଯାଧି ତା'ର ଚମଡ଼ାକୁ ଖାଇୟିବ, ତାହାପରେ ବାହୁ ଓ ଗୋଡ଼କୁ ପଚଇେ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଭୟଙ୍କର ବ୍ୟାଧି ତା’ର ଚମଡ଼ାକୁ ଖାଇଯିବ, ତାହାପରେ ବାହୁ ଓ ଗୋଡ଼କୁ ପଚେଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।