Job 18:14 — Compare Translations

5 translations compared side by side

Odia - 1840
"ଦୁଷ୍ଟ ବ୍ଯକ୍ତି ଶଷେ ରେ ତା'ର ନିରାପଦ ମଣୁଥିବା ଘରୁ ତଡା ଖାଇବ। ତାକୁ ଧରି ନିଆୟାଇ ଆତଙ୍କବାଦୀ ରାଜାଙ୍କ ସମ୍ମୁଖ ରେ ଉପସ୍ଥାପନା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ବିଶ୍ଵାସ-ସ୍ଥଳରୂପ ତମ୍ଵୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ବ୍ୟକ୍ତି ଶେଷରେ ତା’ର ନିରାପଦ ମଣୁଥିବା ଘରୁ ତଡ଼ା ଖାଇବ। ତାକୁ ଧରି ନିଆଯାଇ ଆତଙ୍କବାଦୀ ରାଜାଙ୍କ ସମ୍ମୁଖରେ ଉପସ୍ଥାପନା କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ।