Job 18:15 — Compare Translations
5 translations compared side by side
Odia - 1840
"ତା'ର ବାସଗୃହ ଶୂନ୍ଯ ହାଇଯେିବ। କାହିଁକି? ତା'ର ଘର ଚାରିପାଖ ରେ ଜଳନ୍ତା ଗନ୍ଧକ ବିଞ୍ଚାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ଵୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ବାସଗୃହ ଶୂନ୍ୟ ହୋଇଯିବ। ତା’ର ଘର ଗ୍ଭରିପାଖରେ ଜଳନ୍ତା ଗନ୍ଧକ ବିଞ୍ଚାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।
Odia IRV 2017 (ଓଡିଆ ବାଇବେଲ)
ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।