Job 18:17 — Compare Translations
5 translations compared side by side
Odia - 1840
"ଏ ପୃଥିବୀର ମଣିଷ ତାକୁ ମନେ ରଖିବେ ନାହିଁ। ତାକୁ ଆଉ କହେି ମନେ ରଖିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏ ପୃଥିବୀର ମଣିଷ ତାକୁ ମନେ ରଖିବେ ନାହିଁ। ତାକୁ ଆଉ କେହି ମନେ ରଖିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।