Job 18:2 — Compare Translations

5 translations compared side by side

Odia - 1840
"ଆୟୁବ ତୁମ୍ଭେ କେତବେେଳେ କଥା କହିବା ବନ୍ଦ କରିବ। ତୁମ୍ଭେ ଚୁପ ହୁଅ ଏବଂ ଶୁଣ। ଆମ୍ଭକୁ କିଛି କହିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ ତୁମ୍ଭେ କେତେବେଳେ କଥା କହିବା ବନ୍ଦ କରିବ? ତୁମ୍ଭେ ଚୁପ୍ ହୁଅ ଏବଂ ଶୁଣ, ଆମ୍ଭକୁ କିଛି କହିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।
Odia IRV 2017 (ଓଡିଆ ବାଇବେଲ)
ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।