Job 18:20 — Compare Translations
5 translations compared side by side
Odia - 1840
"ପଶ୍ଚିମ ଦେଶର ଲୋକମାନେ ଯେତବେେଳେ ଶୁଣିବେ ଦୁଷ୍ଟ ଲୋକର ଅବସ୍ଥା ଏପରି ହାଇେଛି ସମାନେେ ସ୍ତମ୍ଭିତ ହବେ। ପୂର୍ବ ଦେଶର ଲୋକମାନେ ଏକଥା ଶୁଣି ଭୟ ରେ କମ୍ପି ଉଠିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପଶ୍ଚିମ ଦେଶର ଲୋକମାନେ ଯେତେବେଳେ ଶୁଣିବେ ଦୁଷ୍ଟ ଲୋକର ଅବସ୍ଥା ଏପରି ହୋଇଛି ସେମାନେ ସ୍ତମ୍ଭିତ ହେବ। ପୂର୍ବ ଦେଶର ଲୋକମାନେ ଏ କଥା ଶୁଣି ଭୟରେ କମ୍ପି ଉଠିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ।