Job 18:21 — Compare Translations

5 translations compared side by side

Odia - 1840
"ମନ୍ଦ ଲୋକର ଘର ପ୍ରତି ଏହା ନିଶ୍ଚିତ ରୂପରେ ଘଟିବାକୁ ଯାଉଛି। ଏହାହିଁ ଘଟିବ ସେ ଲୋକକୁ ୟିଏ ପରମେଶ୍ବରଙ୍କୁ ଜାଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ଵରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକର ଘର ପ୍ରତି ଏହା ନିଶ୍ଚିତ ରୂପରେ ଘଟିବାକୁ ଯାଉଛି। ଏହା ହିଁ ଘଟିବ ସେ ଲୋକକୁ, ଯିଏ ପରମେଶ୍ୱରଙ୍କୁ ଜାଣେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।”
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।”