Job 18:4 — Compare Translations
5 translations compared side by side
Odia - 1840
"ଆୟୁବ, ତୁମ୍ଭର ରାଗ କବଳେ ତୁମ୍ଭକୁ ଆଘାତ କରିବ। କବଳେ ତୁମ୍ଭ ପାଇଁ କ'ଣ ଲୋକେ ପୃଥିବୀକୁ ପରିତ୍ଯାଗ କରିବେ? ତୁମ୍ଭେ କ'ଣ ଭାବୁଛ ତୁମ୍ଭକୁ ସନ୍ତୁଷ୍ଟ କରିବା ପାଇଁ ପରମେଶ୍ବର ପର୍ବତକୁ ଘୁଞ୍ଚାଇ ଦବେେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ଵସ୍ଥାନରୁ ଦୂରୀକୃତ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ, ତୁମ୍ଭର ରାଗ କେବଳ ତୁମ୍ଭକୁ ଆଘାତ କରିବ। କେବଳ ତୁମ୍ଭ ପାଇଁ କ’ଣ ଲୋକେ ପୃଥିବୀକୁ ପରିତ୍ୟାଗ କରିବେ? ତୁମ୍ଭେ କ’ଣ ଭାବୁଛ ତୁମ୍ଭକୁ ସନ୍ତୁଷ୍ଟ କରିବା ପାଇଁ ପରମେଶ୍ୱର ପର୍ବତକୁ ଘୁଞ୍ଚାଇ ଦେବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ୱ ସ୍ଥାନରୁ ଦୂରୀକୃତ ହେବ?
Odia IRV 2017 (ଓଡିଆ ବାଇବେଲ)
କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କ’ଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କ’ଣ ସ୍ୱସ୍ଥାନରୁ ଦୂରୀକୃତ ହେବ?