Job 18:5 — Compare Translations
5 translations compared side by side
Odia - 1840
"ହଁ, ଦୁଷ୍ଟ ଲୋକର ଆଲୋକ ଲିଭିୟିବ। ତାଙ୍କର ଅଗ୍ନି ଜଳିବା ବନ୍ଦ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ହଁ, ଦୁଷ୍ଟ ଲୋକର ଆଲୋକ ଲିଭିଯିବ। ତାଙ୍କର ଅଗ୍ନି ଜଳିବା ବନ୍ଦ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ।
Odia IRV 2017 (ଓଡିଆ ବାଇବେଲ)
ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ।