Job 18:6 — Compare Translations
5 translations compared side by side
Odia - 1840
"ତାଙ୍କ ଘରର ଆଲୋକ ଅନ୍ଧକାର ରେ ପରିଣତ ହବେ। ତାଙ୍କର ତାଙ୍କ ନିକଟରେ ଥିବା ବତୀ ଲିଭିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ତମ୍ଵୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ଘରର ଆଲୋକ ଅନ୍ଧକାରରେ ପରିଣତ ହେବ। ତାଙ୍କର ତାଙ୍କ ନିକଟରେ ଥିବା ବତୀ ଲିଭିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ।
Odia IRV 2017 (ଓଡିଆ ବାଇବେଲ)
ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ।