Job 18:7 — Compare Translations

5 translations compared side by side

Odia - 1840
"ତାଙ୍କର ଶକ୍ତ ପାଦ କ୍ଷୀଣ ହାଇଯେିବ ଏବଂ ତା'ର ନିଜର ଚକ୍ରାନ୍ତ ତାକୁ ତଳକୁ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଶକ୍ତ ପାଦ କ୍ଷୀଣ ହୋଇଯିବ ଏବଂ ତା’ର ନିଜର ଚକ୍ରାନ୍ତ ତାକୁ ତଳକୁ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ।
Odia IRV 2017 (ଓଡିଆ ବାଇବେଲ)
ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ।