Job 18:8 — Compare Translations

5 translations compared side by side

Odia - 1840
"ତାଙ୍କ ନିଜର ପାଦ ତାଙ୍କୁ ୟନ୍ତା ଭିତରକୁ ଟାଣି ନବେ। ସେ ସହେି ୟନ୍ତା ଭିତରକୁ ୟାଇ ତା' ଭିତ ରେ ବନ୍ଦୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଚରଣ ଦ୍ଵାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ନିଜର ପାଦ ତାଙ୍କୁ ଯନ୍ତା ଭିତରକୁ ଟାଣି ନେବ। ସେ ସେହି ଯନ୍ତା ଭିତରକୁ ଯାଇ ତା’ ଭିତରେ ବନ୍ଦୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।