Job 19:10 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେତେ ସବୁ ଦିଗର ଆଘାତ କରୁଛନ୍ତି, ମୁଁ ଶଷେ ନ ହେଲା ୟାଏ। ଉତ୍ପାଡ଼ିତ ବୃକ୍ଷ ତୁଲ୍ଯ, ସେ ମାରେ ଆଗକୁ କାଢ଼ି ନଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ସବୁ ଦିଗରୁ ଆଘାତ କରୁଛନ୍ତି, ମୁଁ ଶେଷ ନ ହେଲା ଯାଏ। ଉତ୍ପାଡ଼ିତ ବୃକ୍ଷ ତୁଲ୍ୟ, ସେ ମୋର ଆଗକୁ କାଢ଼ି ନେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି।