Job 19:11 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ରାଗ ମାେ ବିରୁଦ୍ଧ ରେ ପ୍ରଜ୍ବଳିତ ହବୋ ରେ ଲାଗିଛି। ସେ ମାେତେ ତାଙ୍କର ଶତ୍ରୁ ଭାବୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ଵଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ରାଗ ମୋ’ ବିରୁଦ୍ଧରେ ପ୍ରଜ୍ୱଳିତ ହେବାରେ ଲାଗିଛି। ସେ ମୋତେ ତାଙ୍କର ଶତ୍ରୁ ଭାବୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ମୋ’ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।