Job 19:12 — Compare Translations

5 translations compared side by side

Odia - 1840
"ପରମେଶ୍ବର ତାଙ୍କର ସୈନ୍ଯଦଳମାନଙ୍କୁ ମାେ ବିରୁଦ୍ଧ ରେ ଆକ୍ରମଣ କରିବାକୁ ପଠାଇଛନ୍ତି। ସମାନେେ ମାରେ ଚତୁଃପାଶର୍‌ବ ରେ ଆକ୍ରମଣ ପାଇଁ ଦୁର୍ଗ ନିର୍ମାଣ କରିଛନ୍ତି। ଏବଂ ସମାନେେ ମାରେ ଛାଉଣୀର ଚତୁଃପାଶର୍‌ବ ରେ ଛାଉଣୀ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ଵୁ ଚାରିଆଡ଼େ ଛାଉଣି କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ସୈନ୍ୟଦଳମାନଙ୍କୁ ମୋ’ ବିରୁଦ୍ଧରେ ଆକ୍ରମଣ କରିବାକୁ ପଠାଇଛନ୍ତି। ସେମାନେ ମୋର ଚତୁର୍ପାର୍ଶ୍ୱରେ ଆକ୍ରମଣ ପାଇଁ ଦୁର୍ଗ ନିର୍ମାଣ କରିଛନ୍ତି। ଏବଂ ସେମାନେ ମୋର ଛାଉଣିର ଚତୁର୍ପାର୍ଶ୍ୱରେ ଛାଉଣି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ବୁ ଚାରିଆଡ଼େ ଛାଉଣି କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋ’ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋ’ ତମ୍ବୁ ଚାରିଆଡ଼େ ଛାଉଣି କରନ୍ତି।