Job 19:14 — Compare Translations

5 translations compared side by side

Odia - 1840
"ମାରେ ଜ୍ଞାତିମାନେ ମାେତେ ଛାଡ଼ି ଚାଲିଗଲେ। ମାରେ ବନ୍ଧୁମାନେ ମାେତେ ଭୁଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ କୁଟୁମ୍ଵବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜ୍ଞାତିମାନେ ମୋତେ ଛାଡ଼ି ଗ୍ଭଲିଗଲେ। ମୋର ବନ୍ଧୁମାନେ ମୋତେ ଭୁଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ କୁଟୁମ୍ବବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋ’ କୁଟୁମ୍ବବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି।