Job 19:15 — Compare Translations
5 translations compared side by side
Odia - 1840
"ମାେ ଘରକୁ ଆସୁଥିବା ଆଗନ୍ତୁକ ଏପରିକି ଦାସୀମାନେ ମଧ୍ଯ ମାେତେ ଏପରି ଦୃଷ୍ଟି ରେ ଦେଖୁଛନ୍ତି ଯେପରିକି ମୁଁ ଜଣେ ଅପରିଚିତ ବିଦେଶୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଘରକୁ ଆସୁଥିବା ଆଗନ୍ତୁକ ଏପରିକି ଦାସୀମାନେ ମଧ୍ୟ ମୋତେ ଏପରି ଦୃଷ୍ଟିରେ ଦେଖୁଛନ୍ତି ଯେପରିକି ମୁଁ ଜଣେ ଅପରିଚିତ ବିଦେଶୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଗୃହନିବାସୀମାନେ ଓ ମୋ’ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି।