Job 19:16 — Compare Translations

5 translations compared side by side

Odia - 1840
"ମୁଁ ଚାକରମାନଙ୍କୁ ଡାକିଲେ ସମାନେେ ମାେତେ ଉତ୍ତର ଦିଅନ୍ତି ନାହିଁ। ମୁଁ ସାହାୟ୍ଯ ପାଇଁ ପ୍ରାର୍ଥନା କଲେ ବି ମାରେ ଚାକରମାନେ ଉତ୍ତର ଦିଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗ୍ଭକରମାନଙ୍କୁ ଡାକିଲେ ସେମାନେ ମୋତେ ଉତ୍ତର ଦିଅନ୍ତି ନାହିଁ। ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କଲେ ବି ମୋର ଗ୍ଭକରମାନେ ଉତ୍ତର ଦିଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ।