Job 19:18 — Compare Translations

5 translations compared side by side

Odia - 1840
"େଛାଟ ପିଲାମାନେ ମାେତେ ଦେଖି ଥଟ୍ଟା କରନ୍ତି ଓ ମାେତେ ଖରାପ କଥା କହି ଗାଳି ଦିଅନ୍ତି। ଯେତବେେଳେ ମୁଁ ତାଙ୍କ ପାଖକୁ ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଛୋଟ ପିଲାମାନେ ମୋତେ ଦେଖି ଥଟ୍ଟା କରନ୍ତି ଓ ମୋତେ ଖରାପ କଥା କହି ଗାଳି ଦିଅନ୍ତି, ଯେତେବେଳେ ମୁଁ ତାଙ୍କ ପାଖକୁ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋ’ ବିରୁଦ୍ଧରେ କଥା କହନ୍ତି।