Job 19:2 — Compare Translations

5 translations compared side by side

Odia - 1840
"ତୁମ୍ଭେ କେତେ କାଳ ମାେତେ ଆଘାତ କରିବ ଏବଂ ତୁମ୍ଭ ବାକ୍ଯ ଦ୍ବାରା ଭାଙ୍ଗିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ତ ଖଣ୍ତ କରି ଭାଙ୍ଗିବ?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ କେତେ କାଳ ମୋତେ ଆଘାତ କରିବ ଏବଂ ତୁମ୍ଭ ବାକ୍ୟ ଦ୍ୱାରା ଭାଙ୍ଗିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗିବ?
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ କେତେ କାଳ ମୋ’ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗିବ?