Job 19:21 — Compare Translations

5 translations compared side by side

Odia - 1840
"ମାେତେ ଦୟା କରନ୍ତୁ। ମାରେ ଶତ୍ରୁଗଣ ମାେତେ ଦୟାକର। କାହିଁକି? କାରଣ ପରମେଶ୍ବର ମାେ ବିରୁଦ୍ଧ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ଵରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ମୋତେ ଦୟା କର। ମୋର ବନ୍ଧୁଗଣ ମୋତେ ଦୟାକର। କାରଣ ପରମେଶ୍ୱର ମୋ’ ବିରୁଦ୍ଧରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ମିତ୍ରମାନେ, ମୋ’ ପ୍ରତି ଦୟା କର, ମୋ’ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।