Job 19:24 — Compare Translations
5 translations compared side by side
Odia - 1840
"ମାରେ ଲୁହା ଲେଖନୀ ଓ ସୀସା ଦ୍ବାରା ମାରେ ବାକ୍ଯସବୁ ଖାଦେିତ ହବୋ ଉଚିତ୍। ସଗେୁଡ଼ିକ ଚିରଦିନ ପାଇଁ ପ୍ରସ୍ତର ଉପରେ ଖାଦେିତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଲୌହ ଲେଖନୀ ଓ ସୀସା ଦ୍ଵାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତାଣ!
Odia Bible ERV 2004 (ପବିତ୍ର ବାଇବଲ)
ମୋର ଲୁହା ଲେଖନୀ ଓ ସୀସା ଦ୍ୱାରା ମୋର ବାକ୍ୟସବୁ ଖୋଦିତ ହେବା ଉଚିତ୍। ସେଗୁଡ଼ିକ ଚିରଦିନ ପାଇଁ ପ୍ରସ୍ତର ଉପରେ ଖୋଦିତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!
Odia IRV 2017 (ଓଡିଆ ବାଇବେଲ)
ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!