Job 19:25 — Compare Translations

5 translations compared side by side

Odia - 1840
"ମୁଁ ଜାଣେ ମାରେ ରକ୍ଷାକର୍ତ୍ତା ଜୀବିତ ଏବଂ ଶଷେ ରେ ସେ ମାେତେ ରକ୍ଷା କରିବା ପାଇଁ ପୃଥିବୀ ରେ ଠିଆ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ମୋର ରକ୍ଷାକର୍ତ୍ତା ଜୀବିତ ଏବଂ ଶେଷରେ ସେ ମୋତେ ରକ୍ଷା କରିବା ପାଇଁ ପୃଥିବୀରେ ଠିଆ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;