Job 19:26 — Compare Translations

5 translations compared side by side

Odia - 1840
"ମାରେ ଚମଡ଼ା ଧ୍ବଂସ ହେଲା ପରି, ବିନା ମାଂସ ରେ ମୁଁ ପରମେଶ୍ବରଙ୍କୁ ଦେଖିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ଵରଙ୍କୁ ଦେଖିବି;
Odia Bible ERV 2004 (ପବିତ୍ର ବାଇବଲ)
ମୋର ଚମଡ଼ା ଧ୍ୱଂସ ହେଲା ପରି, ବିନା ମାଂସରେ ମୁଁ ପରମେଶ୍ୱରଙ୍କୁ ଦେଖିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋହର ଚର୍ମ ଏହିରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;