Job 19:27 — Compare Translations

5 translations compared side by side

Odia - 1840
"ମୁଁ ପରମେଶ୍ବରଙ୍କୁ ନିଜ ଆଖି ରେ ଦେଖିବି। ମୁଁ ମାରେନିଜ ପାଇଁ ପରମେଶ୍ବରଙ୍କୁ ଦେଖିବି। ମୁଁ ଇଚ୍ଛାକରେ ମାରେ ନିଜ ଆଖି ତାଙ୍କୁ ଦେଖିବ ଅନ୍ୟ କାହାର ଆଖି ନୁହେଁ। ମାରେ ଅତିରିକ୍ତ ଅନୁଭବ ଦ୍ବାରା, ମୁଁ କ୍ଲାନ୍ତ ହାଇେ ପଡ଼ିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ । ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କୁ ନିଜ ଆଖିରେ ଦେଖିବି। ମୁଁ ମୋର ନିଜ ପାଇଁ ପରମେଶ୍ୱରଙ୍କୁ ଦେଖିବି। ମୁଁ ଇଚ୍ଛାକରେ ମୋର ନିଜ ଆଖି ତାଙ୍କୁ ଦେଖିବ, ଅନ୍ୟ କାହାର ଆଖି ନୁହେଁ। ମୋର ଅତିରିକ୍ତ ଅନୁଭବ ଦ୍ୱାରା, ମୁଁ କ୍ଳାନ୍ତ ହୋଇ ପଡ଼ିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।