Job 19:28 — Compare Translations
5 translations compared side by side
Odia - 1840
"ତୁମ୍ଭେ ହୁଏତ କହିପାର, ଆମ୍ଭେ କିପରି ତାକୁ ହଇରାଣ କରିବା। ତଥାପି ତୁମ୍ଭେ ଚିନ୍ତା କରୁଛ, ସମସ୍ଯାର ମୂଳ ମାଠାେ ରେ ଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼଠାରେ ମୂଳକଥା ଦେଖାଯିବାରୁ ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ କିରୂପେ ତାହାକୁ ତାଡ଼ନା କରିବା?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହୁଏତ କହିପାର, ‘ଆମ୍ଭେ କିପରି ତାକୁ ହଇରାଣ କରିବା। ତଥାପି ତୁମ୍ଭେ ଚିନ୍ତା କରୁଛ, ସମସ୍ୟାର ମୂଳ ମୋ’ଠାରେ ଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା?
Odia IRV 2017 (ଓଡିଆ ବାଇବେଲ)
ମୋ’ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା?