Job 19:3 — Compare Translations
5 translations compared side by side
Odia - 1840
"ତୁମ୍ଭେ ବର୍ତ୍ତମାନ ସୁଦ୍ଧା ମାେତେ ଦଶଥର ଅପମାନିତ କଲଣି। ତୁମ୍ଭକୁ ଟିକେ ଲଜ୍ଜା ଲାଗୁନି ଯେତବେେଳେ ମାେତେ ଆକ୍ରମଣ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବର୍ତ୍ତମାନ ସୁଦ୍ଧା ମୋତେ ଦଶଥର ଅପମାନିତ କଲଣି। ତୁମ୍ଭକୁ ଟିକେ ଲଜ୍ଜା ଲାଗୁନି ଯେତେବେଳେ ମୋତେ ଆକ୍ରମଣ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋ’ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।