Job 19:6 — Compare Translations

5 translations compared side by side

Odia - 1840
"କିନ୍ତୁ ସେ ପରମେଶ୍ବର ମାେ ପ୍ରତି ଭୁଲ କରିଛନ୍ତି? ସେ ମାେତେ ଧରିବାକୁ ନିଜର ଫାନ୍ଦ ବସାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଜାଣ ଯେ, ପରମେଶ୍ଵର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ପରମେଶ୍ୱର ମୋ’ ପ୍ରତି ଭୁଲ୍ କରିଛନ୍ତି? ସେ ମୋତେ ଧରିବାକୁ ନିଜର ଫାନ୍ଦ ବସାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଜାଣ ଯେ, ପରମେଶ୍ୱର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ ଜାଣ ଯେ, ପରମେଶ୍ୱର ମୋ’ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି।

Recommended Reading