Job 19:8 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାରେ ପଥରୋଧ କରିଛନ୍ତି। ମୁଁ ତାହାକୁ ଅତିକ୍ରମ କରିବି ନାହିଁ। ସେ ମାରେ ବାଟକୁ ଅନ୍ଧକାର ରେ ବୁଡ଼ାଇ ରଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର ପଥରୋଧ କରିଛନ୍ତି। ମୁଁ ତାହାକୁ ଅତିକ୍ରମ କରିବି ନାହିଁ। ସେ ମୋର ବାଟକୁ ଅନ୍ଧକାରରେ ବୁଡ଼ାଇ ରଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି।