Job 19:9 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାରେ ସମ୍ମାନକୁ କାଢ଼ି ନଇେଛନ୍ତି। ସେ ମାରେ ମସ୍ତକରୁ ମୁକୁଟ କାଢ଼ି ନଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର ସମ୍ମାନକୁ କାଢ଼ି ନେଇଛନ୍ତି। ସେ ମୋର ମସ୍ତକରୁ ମୁକୁଟ କାଢ଼ି ନେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋ’ ମସ୍ତକରୁ ମୁକୁଟ ନେଇଅଛନ୍ତି।