Job 2:1 — Compare Translations

5 translations compared side by side

Odia - 1840
"ଅନ୍ୟ ଦିନ ସ୍ବର୍ଗଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖ ରେ ସମାନଙ୍କେୁ ଉପସ୍ଥିତ କରିବା ପାଇଁ ଆସିଲେ ଏବଂ ଶଯତାନ ମଧ୍ଯ ସଦାପ୍ରଭୁଙ୍କ ସମ୍ମୁଖ ରେ ନିଜକୁ ଉପସ୍ଥିତ କରିବାକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ ଆୟୁବକୁ ଚିନ୍ତାରେ ପକାଇଲା ଅନ୍ୟ ଦିନ ସ୍ୱର୍ଗଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଉପସ୍ଥିତ କରିବା ପାଇଁ ଆସିଲେ ଏବଂ ଶୟତାନ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ନିଜକୁ ଉପସ୍ଥିତ କରିବାକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।