Job 2:10 — Compare Translations

5 translations compared side by side

Odia - 1840
"ଆୟୁବ ତା'ର ପତ୍ନୀକୁ ଉତ୍ତର ଦଲୋ, ତୁମ୍ଭେ ଜଣେ ମୂର୍ଖ ସ୍ତ୍ରୀ ଭଳି କଥା କହୁଛ। ପରମେଶ୍ବର ଆମ୍ଭକୁ ସବୁକିଛି ଭଲ ଜିନିଷ ଦଇେଛନ୍ତି, ଆମ୍ଭେ ତାକୁ ଗ୍ରହଣ କରିଅଛୁ। ସହେିଭଳି ଆମ୍ଭେ ମଧ୍ଯ ସେ ଦେଉଥିବା କଷ୍ଟକୁ ଗ୍ରହଣ କରିବା ଉଚିତ୍। ଯଦିଓ ଏହାସବୁ ଘଟିଲା ଆୟୁବ ତା' ଓଷ୍ଠ ରେ ପାପ କଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାକୁ କହିଲା, ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛଣ! କଅଣ? ଆମ୍ଭେମାନେ କି ପରମେଶ୍ଵରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା? ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ? ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତା’ର ପତ୍ନୀକୁ ଉତ୍ତର ଦେଲା, “ତୁମ୍ଭେ ଜଣେ ମୂର୍ଖ ସ୍ତ୍ରୀ ଭଳି କଥା କହୁଛ। ପରମେଶ୍ୱର ଆମ୍ଭକୁ ସବୁକିଛି ଭଲ ଜିନିଷ ଦେଇଛନ୍ତି, ଆମ୍ଭେ ତାକୁ ଗ୍ରହଣ କରିଅଛୁ। ସେହିଭଳି ଆମ୍ଭେ ମଧ୍ୟ ସେ ଦେଉଥିବା କଷ୍ଟକୁ ଗ୍ରହଣ କରିବା ଉଚିତ୍।” ଯଦିଓ ଏହାସବୁ ଘଟିଲା ଆୟୁବ ତା’ ଓଷ୍ଠରେ ପାପ କଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କ’ଣ ଗ୍ରହଣ କରିବା ନାହିଁ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।