Job 2:11 — Compare Translations

5 translations compared side by side

Odia - 1840
"ଆୟୁବର ତିନି ଜଣ ବନ୍ଧୁ ଥିଲେ। ସମାନେେ ହେଲେ ତୈମନୀଯ, ଇଲୀଫସ୍, ଶୂହୀଯ ବିଲ୍ଦଦ୍ ଓ ନାମାଥୀଯ ସୋଫର। ଏହି ତିନି ବନ୍ଧୁ ଆୟୁବ ଉପରେ ପଡ଼ିଥିବା ସମସ୍ତ ବିପଦ କଥା ଶୁଣିଲେ। ସହେି ତିନି ବନ୍ଧୁ ନିଜର ଘର ଛାଡ଼ିଲେ ଏବଂ ଏକତ୍ରୀତ ହେଲେ। ସମାନେେ ତା'ର ଦୁଃଖ ସମୟରେ ଆୟୁବକୁ ସାନ୍ତ୍ବନା ତଥା ସମବଦନୋ ଜଣାଇବାକୁ ମନସ୍ଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ଵ ସ୍ଵ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ଵନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବର ତିନିବନ୍ଧୁ ତା’ ନିକଟକୁ ଦେଖା କରିବାକୁ ଆସିଲେ ଆୟୁବର ତିନି ଜଣ ବନ୍ଧୁ ଥିଲେ। ସେମାନେ ହେଲେ ତୈମନୀୟ ଇଲୀଫସ୍, ଶୂହୀୟ ବି‌‌ଲ୍‌‌ଦଦ୍ ଓ ନାମାଥୀୟ ସୋଫର। ଏହି ତିନି ବନ୍ଧୁ ଆୟୁବ ଉପରେ ପଡ଼ିଥିବା ସମସ୍ତ ବିପଦ କଥା ଶୁଣିଲେ। ସେହି ତିନି ବନ୍ଧୁ ନିଜର ଘର ଛାଡ଼ିଲେ ଏବଂ ଏକତ୍ରିତ ହେଲେ। ସେମାନେ ତା’ର ଦୁଃଖ ସମୟରେ ଆୟୁବକୁ ସାନ୍ତ୍ୱନା ତଥା ସମବେଦନା ଜଣାଇବାକୁ ମନସ୍ଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ।
Odia IRV 2017 (ଓଡିଆ ବାଇବେଲ)